Bhubaneswar: President Ram Nath Kovind, Prime Minister Narendra Modi, Odisha Governor Prof. Ganeshi Lal and Chief Minister Naveen Patnaik today greeted the people of the state on the occasion of Utkala Dibasa.
ଉତ୍କଳ ଦିବସରେ ସମସ୍ତଙ୍କୁ, ବିଶେଷ କରି ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ। ମାନବିକତାକୁ ପ୍ରେମ ଏବଂ ଶାନ୍ତିର ଚିରନ୍ତନ ବାର୍ତ୍ତା ଦେଉଥିବା ଏହି ଭୂମିର ଅନନ୍ୟ ସାଂସ୍କୃତିକ ଐତିହ୍ୟ, ପ୍ରାକୃତିକ ସୌନ୍ଦର୍ଯ୍ୟ, ସ୍ଥାପତ୍ୟ, ହସ୍ତ କଳା ଓ ନୃତ୍ୟ ପାଇଁ ଏ ଦେଶ ଗର୍ବିତ। ଓଡ଼ିଶାର ନିରନ୍ତର ବିକାଶ ପାଇଁ ମୋର ଶୁଭକାମନା।
— President of India (@rashtrapatibhvn) April 1, 2021
Greetings on the special occasion of Utkala Dibasa. I bow to the unique culture of Odisha. The people of Odisha have contributed immensely to India’s progress. May the people of the state be blessed with happiness and good health.
— Narendra Modi (@narendramodi) April 1, 2021
ପବିତ୍ର ଓଡ଼ିଶା ଦିବସ ଅବସରରେ ମାନ୍ୟବର ରାଜ୍ୟପାଳ ଓଡ଼ିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଛା ଜଣାଇଛନ୍ତି। ଓଡ଼ିଶାକୁ ଏକ ସମୃଦ୍ଧ ରାଜ୍ୟ କରିବାକୁ ସମସ୍ତଙ୍କୁ ସଂକଳ୍ପବଦ୍ଧ ହେବାକୁ ଆହ୍ବାନ ଦେଇଛନ୍ତି।
କରୋନା ବିରୁଦ୍ଧରେ ଓଡ଼ିଶାର ଲଢ଼େଇକୁ ପୂର୍ବପରି ବଜାୟ ରଖିବାକୁ ମଧ୍ୟ ମାନ୍ୟବର ରାଜ୍ୟପାଳ ସମସ୍ତଙ୍କୁ ଅନୁରୋଧ କରିଛନ୍ତି। pic.twitter.com/1VZ0pHUHC3— Governor Odisha (@GovernorOdisha) April 1, 2021
ରାଜ୍ୟବାସୀଙ୍କୁ #ଓଡ଼ିଶାଦିବସ ର ଆନ୍ତରିକ ଶୁଭେଚ୍ଛା। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ସହ ଆମ ଭାଷା, ସାହିତ୍ୟ ଓ ସଂସ୍କୃତିର ଗୌରବ ବୃଦ୍ଧି କରିଥିବା ମହାପୁରୁଷମାନଙ୍କ ପ୍ରତି ମୋର ସମ୍ମାନ ଜଣାଉଛି। ବିଭିନ୍ନ କ୍ଷେତ୍ରରେ ଓଡ଼ିଶାର ସ୍ୱତନ୍ତ୍ର ପରିଚୟକୁ ବଜାୟ ରଖିବା ସହ ଏହାକୁ ଆହୁରି ପରିବ୍ୟାପ୍ତ କରିବା ପାଇଁ ଆସନ୍ତୁ ସଂକଳ୍ପବଦ୍ଧ ହେବା pic.twitter.com/SUmog0leo7
— Naveen Patnaik (@Naveen_Odisha) April 1, 2021